ଉଚ୍ଚ ଶିକ୍ଷା ମନ୍ତ୍ରୀ ଙ୍କ ଦାୟିତ୍ୱ ଗ୍ରହଣ

Share:

ଓଡିଶା ବ୍ୟୁରୋ ଚିଫ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟର

ଭୁବନେଶ୍ୱର :ଶ୍ରୀ ଅତନୁ ସବ୍ୟସାଚୀ ନାୟକ ଉଚ୍ଚ ଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କଲାପରେ ଲୋକସେବା ଭବନରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲଙ୍କ ସହିତ ଆଲୋଚନା କରୁଛନ୍ତି ।


Share: