ବଡମ୍ବା ଦଳା ଚକଟା ରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ

Share:

ସମୀର ରଞ୍ଜନ ନାୟକ ଓଡିଶା ବ୍ୟୁରୋଚିଫ

ଭୁବନେଶ୍ବର ଆଜି ମକର ମେଳା ରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟା ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି .
ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି .ଏବଂ ଆହତ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି.


Share: