ଚିଲିକାରେ ନୂତନ ତହସିଲଦାର ସୁରେଶ ଚନ୍ଦ୍ର ପଣ୍ଡା

Share:

ସମୀର ରଞ୍ଜନ ଓଡିଶା ବ୍ୟୁରୋଚିଫ ।

ଭୁବନେଶ୍ୱର :ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ତହସିଲରେ ନୂତନ ତହସିଲଦାର ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଓଏଏସ ଅଧିକାରୀ ସୁରେଶ ଚନ୍ଦ୍ର ପଣ୍ଡା। ଶ୍ରୀ ପଣ୍ଡା ଏହା ପୂର୍ବରୁ ଢେଙ୍କାନାଳ ତହସିଲରେ ତହସିଲଦାର ଭାବେ କାର୍ଯ୍ୟରତ ଥିଲେ ।
ଆଜି କାର୍ଯ୍ୟଭାର ସମ୍ଭାଳିବା ପରେ ତହସିଲର ସମସ୍ତ କର୍ମଚାରୀ ନୂତନ ତହସିଲଦାରଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ।


Share: