ଗୁଣିଆ ସନ୍ଦେହରେ ଦୁଇ ରୁ ଉର୍ଦ୍ଧ ଜଣଙ୍କୁ ମରଣାନ୍ତକ ଆକ୍ରମଣ, ଗ୍ରାମରେ ଉତେଜନା

Share:

ଭଗବାନ ପାଢ଼ୀ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ମଧୁରଝୋଳି ଗାଁରେ ଗୁଣିଆ ସନ୍ଦେହ ରେ ଦୁଇଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଗ୍ରାମବାସୀ । ଦୁଇ ଜଣ ଆହତ ହୋଇ ମେଡିକାଲ ରେ ଚିକିତ୍ସିତ ହେଉଥିବା ବେଳେ ଘଟଣାକୁ ନେଇ ଗାଁରେ ଅଶାନ୍ତ ଲାଗି ରହିଛି ।

ଅନ୍ୟପଟେ କବିସୂର୍ଯ୍ୟନଗର ପୋଲିସ ପୋଲସରା, କୋଦଳା,ପୁରୁଷୋତ୍ତମପୁର ଥାନାର ବରିଷ୍ଠ ଅଧିକାରୀଙ୍କ ସହିତ 4 ପ୍ଲାଟୁନ ପୋଲିସ ଫୋର୍ସ ଧରି ଅଚାନକ ରାତି ଅଧରେ ଗାଁରେ ଚଢାଉ କରିବା ସହ 9 ଜଣକୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି ।


Share: