ଛତିଶା ନିଯୋଗ ସେବାୟତଙ୍କସହ ଏସପି ଙ୍କ ବୈଠକ

Share:

ରଞ୍ଜନ ଦାସ ଙ୍କ ରିପୋର୍ଟ

ପୁରୀ :ଆଗାମୀ ରଥଯାତ୍ରା ଉପଲକ୍ଷେ ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ପୁରୀ ଏସପିଙ୍କ ଅଧକ୍ଷତାରେ ଛତିଶା ନିଯୋଗ ସେବାୟତ ମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଛି ।

ଏଥିରେ ଏସପି ପୁରୀ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସହଯୋଗ ପାଇଁ ସମସ୍ତ ସେବାୟତଙ୍କୁ ଧନ୍ୟବାଦ ଦେବା ସହ ଆଗାମୀ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା କିପରି ସୁରୁଖୁରୁରେ ସମ୍ପୂର୍ଣ ହେବ ଓ ବିଭିନ୍ନ ପ୍ରସଙ୍ଗରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ ଏବଂ ସମସ୍ତଙ୍କ ସହଯୋଗ କାମନା କରିଥିଲେ।


Share: