ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଲେ

Share:

ସମୀର ରଞ୍ଜନ ଓଡିଶା ବ୍ୟୁରୋଚିଫ

ଭୁବନେଶ୍ୱର :କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି। ଏହି ପ୍ୟାକେଜରେ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ସାମାଜିକ-ଆର୍ଥିକ ବିକାଶ ପାଇଁ ସରକାରଙ୍କ ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଛି।


Share: