ଭୁବନେଶ୍ବରରେ ପାଳିତ ହେଲା ରାଜ୍ୟସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ

Share:

ସମୀର ରଞ୍ଜନ ନାୟକ ଓଡିଶାବ୍ୟୁରୋଚିଫ

ଭୁବନେଶ୍ୱର :ଭୁବନେଶ୍ବର ମହାତ୍ମାଗାନ୍ଧୀ ମାର୍ଗରେ ଅନୁଷ୍ଠିତ ୭୪ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ଯ ଅତିଥି ଭାବରେ ଯୋଗଦେଇ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏଥିରେ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।


Share: