ନୀତି ଆୟୋଗ ଉପାଧ୍ୟକ୍ଷ ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କୁ ଦର୍ଶନ କଲେ

Share:

ପୁରୀ ରୁ ରଞ୍ଜନ ଦାସ ଙ୍କ ରିପୋର୍ଟ ।

ନୀତି ଆୟୋଗ ଉପାଧ୍ୟକ୍ଷ ଡଃ ରାଜୀବ କୁମାର ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କୁ ଆଜି ସକାଳେ ଦର୍ଶନ କରିଛନ୍ତି । ନୀତି ଆୟୋଗର ବିଭାଗୀୟ ଉପଦେଷ୍ଟା ଶ୍ରୀ ଅବିନାଶ ମିଶ୍ର, ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ନୀତି ପ୍ରଶାସକ ଶ୍ରୀ ଜିତେନ୍ଦ୍ର କୁମାର ସାହୁ, ପ୍ରୋଟକଲ ଅଫିସର ଶ୍ରୀ ଗୋପିନାଥ ମିଶ୍ର, ସିଟି ଡିଏସପି ଶ୍ରୀ ଜନାର୍ଦ୍ଦନ ପାଢୀ ପ୍ରମୁଖ ସାମିଲ ଥିଲେ ।


Share: